ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ମହିଳା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ ଘାଟିତ
ବୁଗୁଡା:-୧୨-୦୧-୨୦୨୩ ସରକାରଙ୍କ ଛାତ୍ରୀ ଆତ୍ମ ସୁରକ୍ଷା ଯୋଜନା ଆନୁକୂଲ୍ୟରେ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପକ୍ଷରୁ ପ୍ରଥମ ବର୍ଷ ଛାତ୍ରୀ ମାନଙ୍କୁ ନେଇ ସେଲଫ୍...