ପାରଳାଖେମୁଣ୍ଡି ସ୍ଥିତଜିଲ୍ଲାପାଳଙ୍କସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...
