ଚତୁର୍ଦ୍ଦଶ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ ବି ସି ସି, ଖଳିସାହି ବିଜେତା
ବୋଲଗଡ଼,(ଉପାନ୍ତ ଖବର):ବୋଲଗଡ଼ ବ୍ଲକ ସଂପୁର ଗ୍ରାମର ବାଲୁଙ୍କେଶ୍ୱର ରାଇଜିଙ୍ଗଷ୍ଟାର କ୍ରିକେଟ କ୍ଳବ୍ ଆନୁକୁଲ୍ୟରେ ଟାଙ୍ଗୀ ପଡ଼ିଆଠାରେ ଆୟୋଜିତ ଚତୁର୍ଦ୍ଧଶତମ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟର ସୋମବାର...