ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ଜ୍ଞାନ ବିଜ୍ଞାନ ମେଳା ; ବରିଷ୍ଠ ବିଭାଗରେ ସ୍ମୃତିରାଣୀ ଓ କନିଷ୍ଠ ବିଭାଗରେ ସୁହାନି ପ୍ରଥମ
ବେଲଗୁଣ୍ଠା , ୧୫/୯: ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନ ପରିସରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନଭିତ୍ତିକ ଚିନ୍ତାଧାରା,...
