“ଜଳ ଓ ଉଦ୍ଭିଦ ସୁରକ୍ଷିତ ରହିଲେ ସଭ୍ୟତା ତିଷ୍ଠିବ” “ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର -୨୦୨୬
ସମ୍ବଲପୁର -ତା: ୧୨/୦୭/୨୦୨୬- ଆଜି 'ସମ୍ବଲପୁର ସାର୍ବଜନୀନ ଗ୍ରନ୍ଥାଗାର' ଆନୁକୂଲ୍ୟରେ ଆୟୋଜିତ ହେଉଥିବା 'ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି' ଶିବିରର ତ୍ରୟୋଦଶତମ ରବିବାସରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।...
