ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା : ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
୧୩୭୧ ପରିବାର ପାଇଁ ୭୫.୬୦ କୋଟିର ପ୍ୟାକେଜ୍, ଏହି ଅର୍ଥରେ ପ୍ରତି ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ, ୧୦୦୮ ବାସଗୃହ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ବିସ୍ଥାପିତ...
